ଭାରତୀୟ ଫୁଟ୍ବଲ୍ ଟିମ୍ର ପୂର୍ବତନ କ୍ୟାପ୍ଟେନ୍ ଚୁନି ଆଉ ନାହାଁନ୍ତି
କୋଲ୍କାତା : ଭାରତୀୟ ଫୁଟ୍ବଲ୍ ଟିମ୍ର ପୂର୍ବତନ କ୍ୟାପ୍ଟେନ୍ ଚୁନି ଗୋସ୍ୱାମୀ ଆଉ ନାହାଁନ୍ତି । କୋଲ୍କାତା ସ୍ଥିତ ତାଙ୍କ ବାସଭବନରେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ଧରି ସେ ରୋଗରେ ପୀଡ଼ିତ ଥିଲେ ।
୧୯୬୨…
