ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି
ଭୁବନେଶ୍ୱର : ବିହାର ଓ ଛତିଶଗଡ଼ ଉପରେ ସୃଷ୍ଟ ଟ୍ରପଲାଇନ ଯୋଗୁଁ ରାଜ୍ୟରେ ବର୍ଷା ସମ୍ଭାବନା । ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ଏନେଇ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଟ୍ରପ୍…
