ଜାଣନ୍ତୁ ନୂଆ ୭ ଆକ୍ରାନ୍ତଙ୍କ ତଥ୍ୟ
ଭୁବନେଶ୍ୱର() ରାଜ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ରୁ ଓ ଭଦ୍ରକ ଜିଲ୍ଲାରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ରେ ଏହି…
