ଏହି ୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର() ଆଜି ଭୀଷଣ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହା ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ୬ଟି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ସେହି ୬ଟି ଜିଲ୍ଲା ମଧ୍ୟରେ ନୂଆପଡା, ବରଗଡ, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର…
