୨୫ ରୁ ଦେଶରେ ଘରୋଇ ବିମାନ ଉଡ଼ାଣ ଆରମ୍ଭ
ନୂଆଦିଲ୍ଲୀ() କରୋନା ସତର୍କତା ନେଇ ଦେଶ ଓ ରାଜ୍ୟ ଲକ୍ ଡାଉନ ରହିଛି । ୧୭ମେ ରେ ଲକଡାଉନ ଅବଧି ଶେଷ ହେଉଥିଲା କିନ୍ତୁ ଦେଶରେ କରୋନା ସ୍ଥିତି ନେଇ କେନ୍ଦ୍ର ସରାକାର ଏହି ଲକଡାଉନ ଅବଧିକୁ ବୃଦ୍ଧି କରି ମେ ୩୧ଯାଏଁ କରିଛନ୍ତି । ଏନେଇ ସମସ୍ତ ଟ୍ରେନ ଚାଳାଚଳ ଓ ବିମାନ ଉଡ଼ାଣ ବନ୍ଦ ଥିଲା ।…
