ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର() ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁବା ପରେ ଆଜି ପୁଣି ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହି ସମସ୍ତ ରୋଗୀ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ହୋଇଛି ।…
