“ବନ୍ଦେ ଉତ୍କଳ ଜନନୀ”– ସାରା ଓଡ଼ିଶା ସହ ସ୍ୱର ମିଳାଇଲା ‘ସୋଆ’
ଭୁବନେଶ୍ୱର() କରୋନା ମହାମାରୀ ବିରୁଦ୍ଧରେ ଲଢ଼ୁଥିବା ଆଗଧାଡିର କରୋନା ଯୋଦ୍ଧାମାନଙ୍କୁ ଉତ୍ସାହିତ ଓ ସମ୍ମାନିତ କରିବା ନିମନ୍ତେ ଶନିବାର ସାରା ଓଡ଼ିଶା ସହିତ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ସୋଆ ୟୁନିଭର୍ସିଟି) ମଧ୍ୟ କାଳୀଜୟୀ ଓଡ଼ିଆ ଦେଶାତ୍ମବୋଧକ ସଂଗୀତ “ବନ୍ଦେ ଉତ୍କଳ ଜନନୀ” ଗାନ…
