Odia News Portal

ପଞ୍ଚାୟତ ମଜଭୁତ ହେଲେ ଗଣତନ୍ତ୍ର ସଶକ୍ତ ହେବ

ନୂଆଦିଲ୍ଲୀ()ଆଜି ପଞ୍ଚାୟତିରାଜ ଦିବସ । ଏହି ପରିପ୍ରେକ୍ଷୀରେ ଗ୍ରାମପଞ୍ଚାୟତଗୁଡ଼ିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି । ଏହାସହ ଏହି ଦିବସ ଅବସରରେ ପଞ୍ଚାୟତଗୁଡ଼ିକୁ ବଧେଇ ଦେଇଛନ୍ତି । ଦେଶର ଲକ୍ଷାଧିକ ସରପଞ୍ଚକୁ ସେ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି । ସେ କହିଛନ୍ତି କରୋନା…

ରଥଯାତ୍ରା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ ଯୋଗେ କଥା ହୋଇ କରୋନା ସମ୍ପର୍କରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ରଥଯାତ୍ରା ସମ୍ପର୍କରେ ଉଭୟ କଥାବାର୍ତ୍ତା ହୋଇଛନ୍ତି ବୋଲି ଜଣାପଡିଛି। ଏହା ବ୍ୟତୀତ ଆଜି ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା…

ଭାରତରେ ଏବେ କୌଣସି କ୍ରିକେଟ ପ୍ରତିଯୋଗିତା ହେବାର ସମ୍ଭାବନା ନାହିଁ

ମୁମ୍ବାଇ: ଜର୍ମାନୀ ଓ ଭାରତ ସମାନ ନୁହନ୍ତି । ଦୁଇ ଦେଶର ସାମାଜିକ ଚଳଣୀ ଅଲଗା । ୟୁରୋପୀୟ ଦେଶ ଗୁଡ଼ିକରେ ଖାଲି ଷ୍ଟାଡିୟମରେ ପ୍ରତିଯୋଗିତା ଆୟୋଜିତ ହେବାରେ କିଛି ଅସୁବିଧା ନାହିଁ । କିନ୍ତୁ ଭାରତରେ ଏହା ସମ୍ଭବ ନୁହେଁ । ଭାରତରେ ନିକଟ ଭବିଷ୍ୟତରେ କୌଣସି କି୍ରକେଟ…

ଆମ୍ବୁଲାନ୍ସ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ

କେନ୍ଦ୍ରପଡା : ଆମ୍ବୁଲାନ୍ସ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ । ଘଟଣା ଘଟିଛି କେନ୍ଦ୍ରପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ଗିରଙ୍ଗ ବାଇପାସ ନିକଟରେ । ମୃତକ ହେଲେ ଗିରଙ୍ଗ ଗାଁର ନରେଶ ବିଶ୍ୱାଳ । ନରେଶଙ୍କୁ ମାର୍ଶାଘାଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯିବା ପରେ…

ଆମେରିକାରେ ଫସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ () ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା କରୋନା କଟକଣା କାରଣରୁ ଆମେରିକାର ମିଚିଗାନରେ ଫସି ରହିଛନ୍ତି । ସେ ବ୍ୟକ୍ତିଗତ କାରଣରୁ ଗତ ମାର୍ଚ୍ଚ ୭ରେ ଆମେରିକା ଯାଇଥିଲେ । ସେଠାରୁ ଏପ୍ରିଲ ୫ରେ ଭାରତ ଫେରିବା ପାଇଁ ଯୋଜନା କରିଥିଲେ । କିନ୍ତୁ କରୋନା କାରଣରୁ ଅନ୍ତର୍ଜାତୀୟ…

ବାଲୁକା କଳା ମାଧ୍ୟମରେ କରୋନା ଯୋଦ୍ଧାଙ୍କୁ ସଲାମ୍ ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ପୁରୀରେ ବାଲୁକା କଳା । COVID-19 ଯୁଦ୍ଧରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଡାକ୍ତର, ନର୍ସ ଏବଂ ପାରାମେଡିକାଲ୍ କର୍ମଚାରୀଙ୍କୁ ସେ ଏହି ବାଲୁକା କଳା ମାଧ୍ୟମରେ ସଲାମ ଜଣାଇଛନ୍ତି

କରୋନାରେ ଆଖି ବୁଜିଲା ୪ ମାସର ଶିଶୁ

କେରଳ() କରୋନାରେ ଆଖି ବୁଜିଲା ୪ ମାସର ଶିଶୁ । ଆଜି ସକାଳେ କେରଳ କୋଝିକୋଡେ ମେଡିକାଲ୍ କଲେଜରେ ପିଲାଟି ପ୍ରାଣ ହରାଇଥିବା ଜଣାପଡିଛି । ଗତକାଲି ମାଲାପୁରାମର ଏହି ୪ ମାସର ଶିଶୁଟିର କରୋନା ଟେଷ୍ଟ କରାଯାଇଥିବାବେଳେ ତାର ପଜିଟିଭ୍ ରିପୋର୍ଟ ଆସିଥିଲା । ତେବେ ଆଜି ସକାଳେ ସେ ପ୍ରାଣ…

୬୦ ଘଣ୍ଟାର ସଟ ଡାଉନକୁ ଧର୍ମେନ୍ଦ୍ରଙ୍କ ସମର୍ଥନ

ତିନୋଟି ଜିଲ୍ଲାରେ ସଟ ଡାଉନକୁ ସମର୍ଥନ ଓ ସମୟଚିତ ପଦକ୍ଷେପ ବୋଲି କହିଛନ୍ତି କେନ୍ଦ୍ର ପେଟ୍ରୋଲିଅମ, ପ୍ରାକୃତିକ ବାସ୍ପ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ରାଜ୍ୟ ସରକାରଙ୍କ ସଟ ଡାଉନ ନିୟମକୁ ସମସ୍ତେ ମାନିବ ସହ ପୋଲିସ ଓ ପ୍ରଶାସନକୁ ସହଯୋଗ କରିବା ପାଇଁ ତିନି ଜିଲ୍ଲାର ଜନ…

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି

ଭୁବନେଶ୍ୱର:()ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଆକ୍ରାନ୍ତ ଜଣକ ଭଦ୍ରକର ବୋଲି ଜଣାପଡିଛି । ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଛି । ଗତକାଲି ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏହି ସଂଖ୍ୟା ୮୯ ରେ ପଂହଚିଥିଲା । ଆଜି ଆଉ ଜଣେ ଚିହ୍ନଟ ହେବା ଚିନ୍ତା ବଢ଼ାଇ…

ଆଜିଠାରୁ ରାଜ୍ୟରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଜିଠାରୁ ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଏଥିପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ସୂଚନା ଦେଲା ପାଣିପାଗ ବିଭାଗ । ଯାଜପୁର, ବାଲେଶ୍ୱର, ମୟୁରଭଞ୍ଜ, କେଉଁଝର, ଢେଙ୍କାନାଳ,…