ମୁନା ଖାଁ ଭୁବନେଶ୍ୱର ଫେରିଲେ, ସସ୍ମିତଙ୍କ ଉପରେ ବର୍ଷିଲେ
ଭୁବନେଶ୍ୱର ଫେରି ସସ୍ମିତଙ୍କ ଉପରେ ଗର୍ଜିଲେ ରାଜ୍ୟସଭା ସାଂସଦ ମୁନା ଖାଁ । କହିଲେ. ସଂସଦୀୟ ଗଣତନ୍ତ୍ରରେ ସମର୍ଥନ କିମ୍ବା ବିରୋଧ କରାଯାଏ ନହେଲେ କକ୍ଷତ୍ୟାଗ ଭଳି ନିଷ୍ପତ୍ତି ନିଆଯାଏ । ଆମ ସଂସଦୀୟଦଳ ନେତା ସସ୍ମିତ ବାବୁ ବିବେକ ଅନୁସାରେ ଭୋଟ୍ ଦେବାକୁ କହିବା ସଂସଦ ଇତିହାସରେ ବିରଳ ଘଟଣା!-->…
