କୋରାପୁଟ କୋଭିଡ଼ ହସ୍ପିଟାଲର ସ୍ଥିତି ସମୀକ୍ଷା କଲେ ୫ଟି ସଚିବ
ମାଲକାନଗିରି() ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାସହ କରୋନା ମୁକାବିଲା କରିବା ପାଇଁ ସରକାରଙ୍କ ପକ୍ଷରୁ ବହୁ ପଦକ୍ଷେପ ନିଆଯାଉଛି । ସବୁ ଜିଲ୍ଲାରେ କୋଭିଡ଼ ହସ୍ପିଟାଲ ନିର୍ମାଣ ପାଇଁ ସରକାର ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ଏବଂ ସେହି କୋଭିଡ଼…
