୨୩ ପର୍ଯ୍ୟନ୍ତ କାଳବୈଶାଖୀ
ଭୁବନେଶ୍ବର() ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବ। ଏହି ସମୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ପବନର ବେଗ ସର୍ବାଧିକ ୪୦ରୁ ୫୦ କିଲୋମିଟର ମଧ୍ୟରେ ରହିବ। ବିଜୁଳି, ଘଡ଼ଘଡ଼ିର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…
