ଓଡ଼ିଶାର ପଦକ୍ଷେପକୁ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସା
ଭୁବନେଶ୍ୱର() ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତିି ଯେ ଓଡ଼ିଶାର ପଦକ୍ଷେପକୁ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସା ହୋଇଛି । ଚାଷୀଙ୍କ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । କୃଷି କାର୍ଯ୍ୟକୁ କଟକଣା ମୁକ୍ତ…
