Odia News Portal

ଭରତପୁର ଥାନା କାଣ୍ଡ; ଆଜି ୫ ପୁଲିସ୍‌ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ । ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ। ଗୁଜରାଟ ଗାନ୍ଧିନଗରସ୍ଥିତ ଫୋରେନସିକ୍ ଲାବ୍ରୋଟୋରୀରେ

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। କାର୍ଯ୍ୟସୂଚୀ ଅନୁଯାୟୀ, ସୋମବାର ଦିନ ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରିବେ ମୁଖ୍ୟମନ୍ତ୍ରୀ। ଏହା ପରେ ଝାଡ଼ଖଣ୍ଡରେ ପହଞ୍ଚି ସେଠାରୁ ରାଞ୍ଚିରୁ ହେଲିକପ୍‌ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ । ଆଜି

ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆଓ୍ୱାର୍ଡ

କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି । ଅଭିନେତା ମିଥୁନ ଚକ୍ରବର୍ତ୍ତୀ ପାଇବେ ଦାଦା ସାହେବ ଫାଲକେ ପୁରସ୍କାର । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏ ବାବଦରେ ସୂଚନା ଦେଇଛନ୍ତି । ଭାରତୀୟ ସିନେମା କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ମିଥୁନଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ ।

ଶ୍ରୀମନ୍ଦିରରେ ପ୍ରସ୍ତୁତ ମହାପ୍ରସାଦର ମାନ ଯାଞ୍ଚ ନେଇ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଶ୍ରୀମନ୍ଦିରରେ ପ୍ରସ୍ତୁତ ମହାପ୍ରସାଦର ମାନ ଯାଞ୍ଚ ନେଇ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଅସନ୍ତୋଷ ପ୍ରକାଶ ପାଇଛି । ସୁଆର ମହାସୁଆର ନିଯୋଗ କହିଛି ମହାପ୍ରସାଦ ପ୍ରସ୍ତୁତି ପୂର୍ବରୁ ଶ୍ରୀମନ୍ଦିରକୁ ଆସୁଥିବା ଚାଉଳ, ଡାଲି, ଘିଅ ଓ ପନିପରିବା ଆଦିର ମାନ ଯାଞ୍ଚ ହେବାର ଆବଶ୍ୟକତା ରହିଛି ।

ଖୁବଶୀଘ୍ର ନିଯୁକ୍ତ ହେବେ ବୋର୍ଡ ଓ ନିଗମ ଅଧ୍ୟକ୍ଷ

ଖୁବଶୀଘ୍ର ରାଜ୍ୟର ବିଭିନ୍ନ ବୋର୍ଡ ଓ ନିଗମରେ ଅଧ୍ୟକ୍ଷ ନିଯୁକ୍ତ ହେବେ। ବିଜେପିର ସଦସ୍ୟତା ଅଭିଯାନ ସରିବା ପରେ ଏହି ପଦଗୁଡ଼ିକରେ ଦିଆଯିବ ନିଯୁକ୍ତି। ଆଜି ଏହି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆମ ସରକାରକୁ ଏବେ ୧୦୦ ଦିନ

ଯାଜପୁରକୁ ଲୁଟିଛନ୍ତି ୩ ପରିବାର: ମୁଖ୍ୟମନ୍ତ୍ରୀ

ବିକାଶ ନାମରେ ଯାଜପୁରକୁ ୩ଟି ପରିବାର ଲୁଟିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଯାଜପୁରରେ ଅନୁଷ୍ଠିତ ବିଜେପି ସଦସ୍ୟତା ସଂଗ୍ରହ ଅଭିଯାନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହା କହି ବିଜେଡିକୁ କଡ଼ା ସମାଲୋଚନା କରିଛନ୍ତି । ନାଁ ନନେଇ ମୁଖ୍ୟମନ୍ତ୍ରୀ ବିଜେଡିର

ବିନାଶ କରିଛି ବିଜେଡି: ମୁଖ୍ୟମନ୍ତ୍ରୀ

ବିଜୁ ଜନତା ଦଳ ବିକାଶ ନାମରେ ବିନାଶ କରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଯାଜପୁରରେ ଅନୁଷ୍ଠିତ ବିଜେପି ସଦସ୍ୟତା ସଂଗ୍ରହ ଅଭିଯାନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହା କହି ବିଜେଡିକୁ କଡ଼ା ସମାଲୋଚନା କରିଛନ୍ତି । ସେ କହିଛନ୍ତି ଯେ ଯାଜପୁରର ନଗଡ଼ା

ସ୍ମିତାରାଣୀ ମାମଲାର ହେବ ତଦନ୍ତ: ମୁଖ୍ୟମନ୍ତ୍ରୀ

ଯାଜପୁର ଜିଲ୍ଲା ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତୁ୍ୟ ମାମଲାର ତଦନ୍ତ କରାଯିବ । ଯାଜପୁରରେ ଅନୁଷ୍ଠିତ ବିଜେପି ସଦସ୍ୟତା ସଂଗ୍ରହ ଅଭିଯାନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହି ଘୋଷଣା କରିଛନ୍ତି ।ସେ କହିଛନ୍ତି ଯେ ଏହି ମାମଲାର ତଦନ୍ତ କରାଯିବା ସହ ଯିଏ ବି ଦୋଷୀ ଥିବେ ତାଙ୍କ

ଶ୍ରୀମନ୍ଦିରରେ ସବୁ ଭକ୍ତଙ୍କୁ ମିଳିବ ମହାପ୍ରସାଦ

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ଏ ବାବଦରେ ଆଲୋଚନା ଆରମ୍ଭ ହୋଇଛି। ଜୟଦେବ ଭବନରେ ଆଜି ଆୟୋଜିତ ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି

ଅକ୍ଟୋବର ୯ରେ ଖାତାକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ “ସୁଭଦ୍ରା ଟଙ୍କା”

ଦଶହରାରେ ସୁଭଦ୍ରା ଭେଟି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ଘୋଷଣା, ଅକ୍ଟୋବର ୯ରେ ଖାତାକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ବାରିପଦାରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ମହିଳା ଏହି ଯୋଜନାରୁ ଉପକୃତ ହୋଇଥିବା