ଦେଶର ଲକ୍ ଡ଼ାଉନ ଅବଧି ବୃଦ୍ଧ
ନୂଆଦିଲ୍ଲୀ ()କରୋନା ନେଇ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି । ସେ ଦେଶବାସୀଙ୍କୁ ସମ୍ବୋଧନ କରିବା ସହ ଦେଶରେ ଥିବା ଲକ୍ ଡ଼ାଉନ ଅବଧିକୁ ବୃଦ୍ଧ କରିଛନ୍ତି । ମେ ୩ ଯାଏଁ ଦେଶ ଲକ୍ ଡାଉନ ରହିବ । ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବ ।
ଏହାସହ ସେ…
