ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି
ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ତେବେ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…
