ମୟୂରଭଞ୍ଜରେ ଆଉ ୩ ପଜିଟିଭ
ଭୁବନେଶ୍ୱର() ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣାପଡିଛି । ତେବେ ମୟୂରଭଞ୍ଜରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି ହୋଇଛି । ଏନେଇ…
