କ୍ୟାବିନେଟ ବୈଠକରେ ୭ ପ୍ରସ୍ତାବକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟରେ ୭ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଗୋପାଳନ, ଦୁଗ୍ଧ ଉତ୍ପାଦନକୁ ଗୁରୁତ୍ବ ଦିଆଯାଇଛି। ଗୋ ସମ୍ପଦ ବୀମା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିବା ବେଳେ ଏଥିରେ ୮୫% ସରକାର ଦେବେ ଏବଂ ୧୫% ଚାଷୀ ଦେବେ । ସେହିପରି ଓମଫେଡକୁ ସଶକ୍ତ କରିବା!-->…
