୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ: ବିଷ ପିଇଦେଲେ ପୀଡ଼ିତା
ପୁରୀ ଜିଲ୍ଲା ସତ୍ୟବାଦୀରେ ଲଜ୍ଜା। ୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ମାନସିକ ଭାରସାମ୍ୟ ହରାଇ ବିଷ ପିଇଦେଲେ ନାବାଳିକା। ଗୁରୁତର ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ!-->…
