ଜୁଲାଇ ୨୪ରେ +୩ ପରୀକ୍ଷା
ଭୁବନେଶ୍ୱର () ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟ ଅଧୀନରେ ଥିବା +୩ ମହା ବିଦ୍ୟାଳୟ ଏବଂ ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ର ୬ଷ୍ଠ ସେମିଷ୍ଟାରର (ଫାଇନାଲ୍) ପରୀକ୍ଷା ଜୁନ ୨୦ ତାରିଖ ପରେ ଆରମ୍ଭ ହୋଇ ଜୁଲାଇ ୨୪ ତାରିଖ ସୁଦ୍ଧା ଶେଷ ହେବ ଏବଂ ପରୀକ୍ଷା ଫଳ ଅଗଷ୍ଟ ମାସ ୩୧ ତାରିଖ ସୁଦ୍ଧା…
