ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
ବୁଧଦୃଷ୍ଟ ଚନ୍ଦ୍ର ହେତୁ ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିତି ଠିକ୍ ରହି ନ ପାରେ। କୌଣସି କଥାକୁ ଠିକ୍ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିପାରନ୍ତି। ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଗୃହୋପକରଣର ଅଭାବ କାମକୁ…
