ନିୟମ ଭାଙ୍ଗିଲେ ଗିରଫ ହେବେ
ଭୁବନେଶ୍ୱର() ଅନ୍ୟ ରାଜ୍ୟରୁ ପ୍ରବାସୀ ଓଡିଆଙ୍କୁ ଫେରାଇ ଆଣିବାକୁ ପ୍ରସଙ୍ଗରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ । ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତିି ଯେ, ଓଡିଶାରେ କରୋନା ସ୍ଥିତି ଅନ୍ୟ ଦେଶ ତୁଳନାରେ ନିୟନ୍ତ୍ରଣରେ ରହିଛି । ଟ୍ରେନ୍ ଓ…
