ଅଭାବନୀୟ ଘଟଣା : ଦାଦା ଗୁଳିରେ ପୁତୁରା ମୃତ
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡାଲଗୁମାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ଜଣେ ବ୍ୟକ୍ତି ନିଜ ପୁତୁରାକୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି ।
ସୂଚନା ମୁତାବିକ, କିଆପଦର ଗ୍ରାମପଞ୍ଚାୟତର ଡାଲଗୁମା ଗାଁରେ ଏହି ଗୁଳିକାଣ୍ଡ…
