ପୋର୍ଟାଲରେ ପଞ୍ଜିକରଣ ପାଇଁ ଦୁଇଟି ଜିନିଷ ଆବଶ୍ୟକ
ଭୁବନେଶ୍ବର() କରୋନା ସମ୍ପର୍କିତ ଖବର ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ କରୋନାକୁ ହରେଇବାକୁ ହେଲେ ସମ୍ପୂର୍ଣ୍ଣ ସରକାର ଓ ସମାଜ ସମନ୍ୱୟ ହେବାକୁ ପଡ଼ିବ । ଏହାସହ ଓଡ଼ିଶାକୁ ଫେରୁଥିବା ଲୋକଙ୍କ ଚିନ୍ତା ନେଇ ସରକାର ସମ୍ବେଦଳନଶୀଳ ଅଛନ୍ତି । ଓଡ଼ିଶା ଫେରିବାକୁ…
