ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ
ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।
ଏଥିସହିତ!-->!-->!-->…
