ବିପୁଳ ପରିମାଣରେ ମଦ ଜବତ ସହ ୪ ଗିରଫ
ସାଲେପୁର : ଶିଶୁଆଠାରେ ଚଢାଉ କରି ବିପୁଳ ପରିମାଣରେ ମଦ ଜବତ କରିବା ସହ ୪ ଜଣ ମଦ ବେପାରୀଙ୍କୁ ଗିରଫ କରିଛି ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ୱାର୍ଡ । ଗତକାଲି ବିଳମ୍ବିତ ରାତିରେ କଟକ ଜିଲ୍ଲା ସାଲେପୁର ଥାନା ଶିଶୁଆ ଠାରେ କଟକ ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ୱାର୍ଡ ପକ୍ଷରୁ ଚଢାଉ ହୋଇଛି ।…
