କୁଳପତିମାନଙ୍କୁ ନେଇ ସମୀକ୍ଷା, NAAC ରେଟିଂ ଏବଂ NIRF ର଼୍ୟାଙ୍କିଙ୍ଗ୍ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ
ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଗୁଡିକର କୁଳପତିମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କର ସମୀକ୍ଷା ବୈଠକ ଆଜି ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ଏ ଅବସରରେ ପ୍ରଫେସର, ଅଧ୍ୟାପକ, ଶିକ୍ଷକ ନିଯୁକ୍ତିରେ ସ୍ୱଚ୍ଛତା ରଖିବା ପାଇଁ ପରାମର୍ଶ ଦେବା ସହ ଗବେଷଣା,…
