ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ନୀଳମାଧବଙ୍କୁ କରିବେ ଦର୍ଶନ
ଆଜି ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯିବେ । ନୟାଗଡ଼ର କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟର!-->…
