ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ଯୋଗୁଁ ଘରୋଇ ସ୍ୱାସ୍ଥ୍ୟସେବା ବଢ଼ି ଚାଲିଛି
ଭୁବନେଶ୍ୱର() ଆଜି ପୂର୍ବ ଭାରତର ଅନ୍ୟତମ ଅତ୍ୟାଧୁନିକ ସୁପର ସ୍ପେସାଲିଟି ଡାକ୍ତରଖାନା ସମ୍ ଅଲ୍ଟିମେଟ୍ ମେଡିକେୟାର୍ ‘ସମ୍ମମ୍’ଲୋକାର୍ପିତ ହୋଇଛି। ଦିନ ୧୧ଟା ୨୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…
