ଅଚାନକ ଯାଜପୁର ମେଡିକାଲରେ ସ୍ୱାସ୍ଥ୍ୟ ସଚିବ
ଯାଜପୁର ଟାଉନ : ଓଡିଶା ସ୍ବାସ୍ଥ୍ୟ ବିଭାଗ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ଯାଜପୁର ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ମେଡିକାଲରେ ଥିବା କରୋନା ଆଇସୋଲେସନ୍ ୱାର୍ଡକୁ ବୁଲି ଦେଖିବା ସହ କରୋନା ପରୀକ୍ଷା ପାଇଁ ବାହାରୁ ଆସୁଥିବା ଲୋକମାନଙ୍କ ପାଇଁ କି କି…
