ଜନଗଣନା ସ୍ଥଗିତ ପାଇଁ ନବୀନଙ୍କ ଚିଠି
ଭୁବନେଶ୍ୱର() ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚିଠିରେ ଜନଗଣନା ସ୍ଥଗିତ ବା ଘୁଞ୍ଚାଇବା ପାଇଁ ନବୀନ ଅନୁରୋଧ କରିଛନ୍ତି । ଏ ସମ୍ପର୍କରେ କିଛି ନିଷ୍ପତ୍ତି ନେବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି ।
ନବୀନ କହିଛନ୍ତି ଯେ, କରୋନାକୁ…
