ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
ଆଜି ଷଷ୍ଠାଧିପ ବୁଧ ଯୋଗୁ ପିଲାଙ୍କ ସ୍ବାସ୍ଥ୍ୟ, ବନ୍ଧୁଙ୍କ କାରନାମା, ଋଣଦାତାଙ୍କ ଭାଷଣବାଜିରୁ ଚିନ୍ତିତ ରହିବେ । ଭଲ ସମ୍ପର୍କ ନ ଥିବା ସହକର୍ମୀଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଅସୁବିଧା ମଧ୍ୟରେ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ…
