ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ, ଦୁଇ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ
ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା!-->…
