ଚଳିତ ବର୍ଷ ୧ ଲକ୍ଷ ୫୦ ହଜାର କୋଟିର ବଜେଟ୍
ଭୁବନେଶ୍ୱର() ପ୍ରଥମଥର ପାଇଁ ଓଡ଼ିଶା ଇତିହାସରେ ଉପସ୍ଥାପନ ହେଲା ଇ-ବଜେଟ୍ । ୨୦୨୦-୨୧ ବଜେଟର ଉପସ୍ଥାପନା କଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଚଳିତ ବର୍ଷ ୧ ଲକ୍ଷ ୫୦ ହଜାର କୋଟିର ବଜେଟ୍ ସ୍ଥିର କରିଛନ୍ତି ରାଜ୍ୟ ସରକାର ।
ସବୁଠାରୁ ବଡ଼କଥା ହେଲା, ଚଳିତ ବର୍ଷରୁ ୨ ଟି ସ୍ୱତନ୍ତ୍ର…
