ଡିଜେ ଗାଡ଼ିକୁ ୫୨ ହଜାର ଟଙ୍କା ତଣ୍ଡ
ଭୁବନେଶ୍ବର : ଡିଜେ ଗାଡ଼ିକୁ ୫୨ ହଜାର ଟଙ୍କା ତଣ୍ଡ । ଚାଲାଣ କାଟିଛି ଭୁବନେଶ୍ୱର RTO । ଗାଡ଼ିରେ ନଥିଲା ଫିଟ୍ନେସ । ସେହିପରି ଇନସ୍ୟୁରାନ୍ସ ନଥିବା ବେଳେ ବିନା ରୋଡ୍ ପରମିଟରେ ଚାଲୁଥିଲା ଗାଡ଼ି । ଯାଞ୍ଚ ବେଳେ ଧରାପଡ଼ିଥିଲା । ଗାଡ଼ି ଟ୍ୟାକ୍ସ ଦେଉ ନଥିବାରୁ କାର୍ଯ୍ୟାନୁଷ୍ଠାନ ହୋଇଛି ।…
