ସୋମବାର ଯାଏଁ ମୁଲତବି ରହିବ ବିଧାନସଭା
ସୋମବାର ଯାଏଁ ମୁଲତବି ହେଲା ବିଧାନସଭା । ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି ।
ସୂଚନା ଅନୁସାରେ, ଆଜି ବିଧାନସଭା ଦ୍ୱିତୀୟ ପଯ୍ୟାୟ ବଜେଟ ଅଧିବେଶନର ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ପ୍ରବଳ ହଟ୍ଟଗୋଳ!-->!-->!-->…
