ଆଜି ଆପଣଙ୍କ ରାଶି କଣ କହୁଛି, ଆସନ୍ତୁ ଜାଣିବା
ମେଷ
ଆଜି ରାହୁ ଓ ଚନ୍ଦ୍ର ତୃତୀୟସ୍ଥ ହେତୁ କାର୍ଯ୍ୟହାନିରୁ ମନ ଭଲ ରହି ନ ପାରେ । କୌଣସି ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତା କିମ୍ବା ଅତି ନିକଟତର ବନ୍ଧୁଙ୍କ ସମ୍ପର୍କର ହ୍ରାସ ଘଟିପାରେ । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା କିମ୍ବା ମତାନ୍ତର ଆଶଙ୍କା ଦେଖାଦେବ ।…
