ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’: ‘ସୁଭଦ୍ରା’ମାନେ ହେବେ ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ
ସୁଭଦ୍ରା ମା’ମାନଙ୍କ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ‘ସୁଭଦ୍ରା ଶକ୍ତି ମେଳା’ ଆୟୋଜିତ ହୋଇଛି। ଓଡ଼ିଶାର ମା’, ଭଉଣୀ ଏବଂ ଝିଅମାନଙ୍କର ପ୍ରତିଭା, ଦକ୍ଷତା ଓ ଉଦ୍ୟମର ନିଦର୍ଶନ। ପ୍ରତ୍ୟେକ ମହିଳା କିଭଳି ଦକ୍ଷ ଉଦ୍ୟୋଗୀ ହୋଇ ଆର୍ଥିକ ସ୍ୱତନ୍ତ୍ରତା ହାସଲ କରିବେ ସରକାର ସେଥିପାଇଁ ଉଦ୍ୟମ!-->…
