ଗ୍ରାମାଂଚଳର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ
ଭୁବନେଶ୍ୱର() ରାଜ୍ୟରେ ତ୍ରିସ୍ତରୀୟ ପଂଚାୟତିରାଜ ଅନୁଷ୍ଠାନ ମାନଙ୍କୁ ସଶକ୍ତ ତଥା କି୍ରୟାଶୀଳ କରିବା ସଙ୍ଗେ ସଙ୍ଗେ ଗ୍ରାମାଂଚଳରେ ଶିକ୍ଷା,ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଆଦି ଭିତ୍ତିଭୂମି କ୍ଷେତ୍ରର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି ।…
