ରେଳ ଯାତ୍ରୀଙ୍କ ପକେଟକୁ ଝଟକା, ମହଙ୍ଗା ହେଲା ଟ୍ରେନ୍ ଭଡ଼ା
ରେଳ ଯାତ୍ରୀଙ୍କ ପକେଟକୁ ଝଟକା । ଦୂର ଯାତ୍ରା ପାଇଁ ମହଙ୍ଗା ହେଲା ରେଳ ଭଡ଼ା । ୫୦୦ କିଲୋମିଟିର ପାଇଁ ୧୦ ଟଙ୍କା ବଢ଼ିଲା ଏସି ଟିକେଟ । ଏସି କୋଚ୍ ପାଇଁ କିଲୋମିଟର ପିଛା ୨ ପଇସା ବୃଦ୍ଧି ହୋଇଛି । ସାଧାରଣ କ୍ଲାସରେ ୨୧୫ କିମିରୁ ଅଧିକ କିଲୋମିଟର ପିଛା ୧ ପଇସା ବୃଦ୍ଧି । …
