ଆଜି ଆପଣଙ୍କ ରାଶି କଣ କହୁଛି, ଆସନ୍ତୁ ଜାଣିବା
ମେଷ
ଆଜି କର୍ମସ୍ଥ ଶନି ହେତୁ ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯନତ୍ କରିବେ । ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ…
