ହୃଦୟର ଭାଷାକୁ ପଢିବା ଓ ବୁଝିବା ଭଳି କବିତା ଲେଖାଯାଉ: ରମାକାକ୍ତ ରଥ
ଭୁବନେଶ୍ୱର() କବିତାକୁ ସାଧାରଣ ପାଠକଙ୍କ ମଧ୍ୟରେ ବ୍ୟାପକ କରିବାର ଆବଶ୍ୟକତା ରହିଛି ବୋଲି ମତ ପ୍ରକାଶ କରିଛନ୍ତି ବିଶିଷ୍ଟ କବି ଡଃ ରମାକାନ୍ତ ରଥ । ଦୁଇ ଦିନିଆ ପ୍ରଥମ ସୋଆ ସାହିତ୍ୟ ଉତ୍ସବରେ ପ୍ରାୟ ୧୦୦ ଜଣ ଲେଖକ, କବି, ଭାଷାକାର ଓ ସମାଲୋଚକ ଯୋଗ ଦେଇଥିବା ବେଳେ ରବିବାର ଏହାର ଉଦ୍ୟାପନୀ…
