ଆଜିଠାରୁ ଭିତରକନିକାରେ ଆରମ୍ଭ ହେଲା କୁମ୍ଭୀର ଗଣନା
ରାଜନଗର : ଭିତର କନିକାରେ ଆରମ୍ଭ ହେଲା କୁମ୍ଭୀର ଗଣନା । ୨୩ଟି ଟିମ୍ ଗଣନା ପାଇଁ ସାମିଲ ହୋଇଥିବା ବେଳେ ପ୍ରତି ଟିମ୍ରେ ୩ରୁ ୪ ଜଣ ସଦସ୍ୟ ଅଛନ୍ତି । କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ୱରେ ଆଜିଠୁ ଆରମ୍ଭ ହୋଇଥିବା କୁମ୍ଭୀର ଗଣନା ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।…
