୧୦ଟା ପରିବର୍ତ୍ତେ ସାଢେ ୧୦ଟା ଯାଏଁ ଚାଲିବ ସାଂସ୍କୃତିକ କାର୍ଯ୍ୟକ୍ରମ
ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ବିବାଦ ପରେ ୩୦ ମିନିଟ ବୃଦ୍ଧି ହେଲ ସାଂସ୍କୃତିକ କାର୍ଯ୍ୟକ୍ରମ ଅବଧି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ୧୦ଟା ୩୦ ଯାଏଁ ସାଂସ୍କୃତିକ!-->…
