ଆଉ ଘୁଂଚିବନି ଫାଶୀ ତାରିଖ !
ନୁଆଦିଲ୍ଳୀ() ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୁଷ୍କର୍ମକାରୀଙ୍କ ଫାଶୀ ପାଇଁ ୭ ଦିନର ଡେଡଲାଇନ୍ ଦେବାକୁ ଆବେଦନ କଲା କେନ୍ଦ୍ର ଗୃହ ମନ୍ତ୍ରଣାଳୟ ।
ସରକାର କହିଛନ୍ତି ଯେ ଫାଶୀ ଦଣ୍ଡ ପାଉଥିବା ଦୋଷୀଙ୍କୁ ୭ ଦିନ ମଧ୍ୟରେ ଫାଶୀ ଖୁଣ୍ଟରେ ଝୁଲାଯାଉ । ଗୃହ ମନ୍ତ୍ରଣାଳୟର ଯାଚିକା…
