ମକର ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର () ଆଜି ପବିତ୍ର ମକର ସଂକ୍ରାନ୍ତି । ଓଡିଆ ସଂସ୍କୃତିରେ ବାରମାସରେ ତେରପର୍ବ ପାଳନ ହେଉଥିବାବେଳେ ଆଜିର ଦିନଟି ପ୍ରତି ଓଡିଆଙ୍କ ପାଇଁ ବିଶେଷ ଅଟେ । ଏହି ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ…
