ଠୁଳ କରିଥିଲେ ଆୟଠୁ ଅଧିକ ସମ୍ପତ୍ତି, ଗିରଫ ହେଲେ କୋଟିପତି ସରକାରୀ ବାବୁ ଶାନ୍ତନୁ ମହାପାତ୍ର
ଶେଷରେ ଗିରଫ ହେଲେ କୋଟିପତି ସରକାରୀ ବାବୁ ଶାନ୍ତନୁ ମହାପାତ୍ର । ଶାନ୍ତନୁ ମହାପାତ୍ରଙ୍କ ସମେତ ଜଣଙ୍କୁ ଗିରଫ କଲା ଭିଜିଲାନ୍ସ ଟିମ୍ । ତାଙ୍କୁ ଲାଞ୍ଚ କାରବାରରେ ସହଯୋଗ କରୁଥିବା ଅନ୍ୟ ୪ଜଣଙ୍କୁ ଗିରଫ କଲା ପୋଲିସ୍ । ମାଲକାନଗିରି କୃଷି ବିଭାଗର ସହକାରୀ ଯନ୍ତ୍ରୀ ମୋହନ ମଣ୍ଡଳ, ଡାଟା!-->…
