ରାଜଧାନୀରେ ୫୪ ନମ୍ବର ମୋ ବସ ଧକ୍କାରେ ନାବାଳିକାର ଶୋଚନୀୟ ମୃତ୍ୟୁ
ରଘୁନାଥପୁର ପାଖରେ ୫୪ ନମ୍ବର ମୋ ବସ ଧକ୍କାରେ ଜଣେ ନାବାଳିକାର ଶୋଚନୀୟ ମୃତ୍ୟୁ ଘଟିଛି | ମୃତ ନାବାଳିକା ୧୩ ବର୍ଷର ମୁନି ଜୁଆଡି| ସକାଳ ୮ଟା ପାଖାପାଖି ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକ ରାସ୍ତାରେ!-->…
