ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ବ ଗ୍ରହଣ କଲେ ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ
ଆଜି ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କଠାରୁ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟ ସରକାର ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ ଆୟୁକ୍ତ!-->!-->!-->…
