ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ, ଦେଶ ବିଦେଶର ବଡ ବଡ ଶିଳ୍ପପତି ସାମିଲ
ଜନତା ମଇଦାନରେ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ଉଦ୍ଘାଟିତ । ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହା ପରେ ଉତ୍କଳ ଓଡ଼ିଶା ଗ୍ୟାଲେରୀ ବୁଲି ଦେଖିଛନ୍ତି ମୋଦି । ସେ ୨ ଘଣ୍ଟା ୨୦ ମିନିଟ୍ ମାନେ ଦିନ ୧୧ଟାରୁ ୧୨ଟା ୩୦ ଯାଏ ସମ୍ମିଳନୀରେ ରହିବେ । ପ୍ରାୟ!-->…
