ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ!-->!-->!-->…
